ଜସ୍ଵଶୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ଅନୁଷ୍ଠିତ 

ଜସ୍ଵଶୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

 

ଆଜି ଖୋର୍ଦ୍ଧା ଜିଲ୍ଲାର ଜୟଦେବ ନିର୍ବାଚନ ମଣ୍ଡଳୀର ବାଳକାଟି ମଣ୍ଡଳ ବିଜେପି ପକ୍ଷରୁ ପୁରଣ ପଧାନ ଗ୍ରାମ ପଞ୍ଚାୟତର ବିଜେପି କାର୍ଯ୍ୟାଳୟ ଠାରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ସାରଦା ଶତପଥୀ, ଜିଲ୍ଲା ଉପସଭାପତି ଜଗନ୍ନାଥ ବେହେରା, ବାଳକାଟି ମଣ୍ଡଳ ସଭାପତି ବ୍ରହ୍ମାନନ୍ଦ ସ୍ୱାଇଁ, ସମିତି ସଭ୍ୟ ରଞ୍ଜନ କୁମାର ମହାପାତ୍ର, ମମତା ମାହାରୀ, ଯୁବ ନେତା ପ୍ରଦୀପ୍ତ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *