Date: June 28, 2023

Total 1 Posts

ଜାତୀୟସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ ପାଇଁ ଓଡ଼ିଶାର ପଞ୍ଚାୟତଗୁଡିକୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

ଜାତୀୟସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିବା ସହ ବିପୁଳ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି। ଜାତୀୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରୁଥିବା ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକୁ କେନ୍ଦ୍ର ସରକାର ଦେଉଥିବା ପୁରସ୍କାରର