Month: July 2023

Total 7 Posts

OAS ସ୍ତରରେ ବଡ଼ ଧରଣର ଅଦଳ ବଦଳ

– OPSCର ସଚିବ ଭାବେ ରାମଚନ୍ଦ୍ର ପାଲଟା ନିଯୁକ୍ତ – ଅବକାରୀ ବିଭାଗର ଅତିରିକ୍ତ ସଚିବ ଥିଲେ ରାମଚନ୍ଦ୍ର – ସେହିପରି ପ୍ରମୋଦ କୁମାର ମିଶ୍ର ଉଚ୍ଚଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ହୋଇଛନ୍ତି – OPSCର ଅଧ୍ୟକ୍ଷ ଥିଲେ ପ୍ରମୋଦ କୁମାର

ରାଜ୍ୟର ୫ ଜଣ ସାମ୍ବାଦିକଙ୍କୁ ପ୍ରଦାନ କରାଯାଇଛି ‘ଓଡ଼ିଶା ଜର୍ଣ୍ଣାଲିଜମ ଆୱାର୍ଡ-୨୦୨୨’ ପ୍ରଦାନ

ରାଜ୍ୟର ୫ ଜଣ ସାମ୍ବାଦିକଙ୍କୁ ପ୍ରଦାନ କରାଯାଇଛି ‘ଓଡ଼ିଶା ଜର୍ଣ୍ଣାଲିଜମ ଆୱାର୍ଡ-୨୦୨୨’ । ଛାପା, ବୈଦ୍ୟୁତିକ ଓ ୱେବ ମିଡ଼ିଆ କ୍ଷେତ୍ରରେ ଭାରତୀୟ ସାମ୍ବାଦିକତା ଜଗତକୁ ବିଶେଷ ଅବଦାନ ପାଇଁ ଏହି ସାମ୍ବାଦିକମାନଙ୍କୁ ପୁରସ୍କୃତ କରାଯାଇଛି । ଏନେଇ ନୂଆଦିଲ୍ଲୀର ଇଣ୍ଡିଆ

ସିଙ୍ଗାପୁରରୁ ଫେରିଲେ ବିଶ୍ଵ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ

  ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ସଫଳତାର ସହ ୬ ମାସିଆ ‘ପେଡ୍ ଇଣ୍ଟର୍ଣ୍ଣସିପ୍’ ଶେଷକରି ଓଡ଼ିଶା ଫେରିଛନ୍ତି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ । ଭୁବନେଶ୍ୱରରେ ପହଞ୍ଚିବା ପରେ ସେମାନଙ୍କୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ସ୍ୱାଗତ

ଗ୍ରୀନ ଜୟଦେବ ଫାଉଣ୍ଡେସନ ଟ୍ରଷ୍ଟ ଓ କାଞ୍ଚନ ଫାଉଣ୍ଡେସନ ମିଳିତ ଆନୁକୁଲ୍ୟରେ ୭୪ ତମ ବନ ମହୋତ୍ସବ ପାଳିତ

ଓଡ଼ିଶାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ କାଞ୍ଚନ ଫାଉଣ୍ଡେସନ ଓ ଗ୍ରୀନ୍ ଜୟଦେବ ଫାଉଣ୍ଡେସନ ଟ୍ରଷ୍ଟର ମିଳିତ ଆନୁକୁଲ୍ୟରେ ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଉମାଦେଇ ବ୍ରହ୍ମପୁର ଗ୍ରାମ ପଞ୍ଚାୟତର ଯଶୁଆପୁର ଠାରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ୭୪ ତମ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା “ଆମ ପୋଖରୀ” କାର୍ଯ୍ୟକ୍ରମର ଶୁଭାରମ୍ଭ

ସହରାଞ୍ଚଳଗୁଡ଼ିକରେ ଅବ୍ୟବହୃତ କିମ୍ବା ପୋତି ହୋଇଯାଇଥିବା ଜଳାଶୟଗୁଡ଼ିକର ପୁନରୁଦ୍ଧାର କରାଯିବ। ଏହାକୁ ସ୍ୱଚ୍ଛ ଓ ନିର୍ମଳ କରାଯିବା ସହ ପାରିପାର୍ଶ୍ୱିକ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ଆମ ପୋଖରୀ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହା ଅଧୀନରେ ରାଜ୍ୟର ୧୧୫ଟି

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ମହାନତା

ଶିବରାଜ ସିଂହ ଚୌହାନଙ୍କ ମହାନତା l ଯେଉଁ ଆଦିବାସୀ ଶ୍ରମିକଙ୍କ ଉପରେ ପ୍ରବେଶ ଶୁକ୍ଳା ପରିସ୍ରା କରିଥିଲା, ଆଜି ତାଙ୍କୁ ଘରକୁ ଡାକି କ୍ଷମା ମାଗିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ। କ୍ୟାମେରା ସାମ୍ନାରେ ତାଙ୍କୁ ଚେୟାରରେ ବସାଇ ତାଙ୍କ

କାଦମ୍ବିନୀ’ର ସ୍ୱ ନକ୍ଷତ୍ର ଉତ୍ସବ ଅନୁଷ୍ଠିତ

ଆଜି ଭୁବନେଶ୍ଵର ଠାରେ ଥିବା ଜୟଦେବ ଭବନରେ ‘କାଦମ୍ବିନୀ’ର ଚତୁର୍ବିଂଶ ଏବଂ ଶିଶୁ-କିଶୋର ପତ୍ରିକା ‘କୁନିକଥା’ର ତ୍ରୟୋଦଶ ସ୍ୱନକ୍ଷତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୋଆର ମାନ୍ୟବର ରାଜ୍ୟପାଳ ଶ୍ରୀଯୁକ୍ତ ପି.ଏସ୍‍. ଶ୍ରୀଧରନ ପିଲାଇ, ସମ୍ମାନିତ ଅତିଥି ଭୋପାଳସ୍ଥିତ ରବୀନ୍ଦ୍ରନାଥ ଟାଗୋର