ଜୟଦେବ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଜେପି ବାଳକାଟି ମଣ୍ଡଳ ବୁଦ୍ଧିପଡାସ୍ଥିତ ଦଳୀୟ କାର୍ଯ୍ୟାଳୟ ଠାରେ ମଣ୍ଡଳ ସଭାପତି ଶ୍ରୀଯୁକ୍ତ ବ୍ରହ୍ମାନନ୍ଦ ସ୍ୱାଇଁଙ୍କ ସଭାପତିତ୍ବରେ “ଆନ୍ତର୍ଜାତୀୟ ଶ୍ରମିକ ଦିବସ” ପାଳିତ ହୋଇଯାଇଛି । ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ଅରବିନ୍ଦ ଢାଲି ମୁଖ୍ୟ ଅତିଥି,