Date: May 3, 2026

Total 2 Posts

ଜାତୀୟ ଶିକ୍ଷାନୀତି-୨୦୨୦ କାର୍ଯ୍ୟକାରୀ ଉପରେ ଦୁଇଦିନିଆ କର୍ମଶାଳା ଅନୁଷ୍ଠିତ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣମାଝୀ ‘ଜାତୀୟ ଶିକ୍ଷା ନୀତି’ (NEP-2020) ର କାର୍ଯ୍ୟାନ୍ୱୟନ ନେଇ କନଭେନସନ ସେଣ୍ଟରଠାରେ ଆୟୋଜିତ ଦୁଇ ଦିନିଆ ଜାତୀୟସ୍ତରୀୟ କର୍ମଶାଳାରେ ଯୋଗ ଦେଇଛନ୍ତି। ଓଡ଼ିଶାର ଶୈକ୍ଷିକ ପରିବେଶରେ ଏକ ‘ବୈପ୍ଲବିକ ପରିବର୍ତ୍ତନ’ର ଆହ୍ୱାନ ଦେବାସହ ଏହି

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ଆଗରେ ଛାତ୍ରୀ

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷା ୨୦୨୬ ର ଫଳାଫଳ ପ୍ରକାଶ ପାଇଛି। ହାଇସ୍କୁଲ ସାର୍ଟିଫିକେଟ ୨୦୨୬ ପାଇଁ ଫର୍ମ ପୂରଣ କରିଥିବା ଛାତ୍ରଛାତ୍ରୀଙ୍କ ସଂଖ୍ୟା ଥିଲା ୫ ଲକ୍ଷ ୪୪ ହଜାର ୬୭୦।