ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଯଶୁଆପୁର ଉନ୍ନୀତ ଉଚ୍ଚ ବିଦ୍ୟାଳୟର ୨୦୨୩-୨୪ ଶିକ୍ଷାବର୍ଷର ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତ ବର୍ଷ ଏହି ବିଦ୍ୟାଳୟ 5T ଅନ୍ତର୍ଭୁକ୍ତ ହୋଇ ଉଚ୍ଚ ବିଦ୍ୟାଳୟରେ ରୂପାନ୍ତରଣ ହୋଇଥିଲା।
ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଯଶୁଆପୁର ଉନ୍ନୀତ ଉଚ୍ଚ ବିଦ୍ୟାଳୟର ୨୦୨୩-୨୪ ଶିକ୍ଷାବର୍ଷର ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତ ବର୍ଷ ଏହି ବିଦ୍ୟାଳୟ 5T ଅନ୍ତର୍ଭୁକ୍ତ ହୋଇ ଉଚ୍ଚ ବିଦ୍ୟାଳୟରେ ରୂପାନ୍ତରଣ ହୋଇଥିଲା।
ବାଲିଅନ୍ତା : ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଉମାଦେଇ ବ୍ରହ୍ମପୁର ଗ୍ରାମପଞ୍ଚାୟତର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଯଶୁଆପୁର ପରିସରରେ ଥିବା ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ୯୬ ତମ ଶ୍ରାଦ୍ଧୋତ୍ସବ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ବର ସାଂସଦଙ୍କ
ଖୋର୍ଦ୍ଧା ଜିଲ୍ଲା ଅଧୀନ ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଉମାଦେଇ ବ୍ରହ୍ମପୁର ଗ୍ରାମପଞ୍ଚାୟତର ଯଶୁଆପୁର ବାଲିପୋଖରୀ ରାସ୍ତାରେ ପରିବେଶ ଭିତ୍ତିକ ସାମାଜିକ ଅନୁଷ୍ଠାନ ଗ୍ରୀନ ଜୟଦେବ ଫାଉଣ୍ଡେସନ ଟ୍ରଷ୍ଟ ଓ କାଞ୍ଚନ ଫାଉଣ୍ଡେସନ ମିଳିତ ସହଯୋଗରେ ୭୫ ତମ ବନ ମହୋତ୍ସବ ପାଳିତ
ଭୁବନେଶ୍ବର , ତା – ୩୦ / ୦୬ / ୨୦୨୪ , ଶ୍ରୀ ମନୋଜ ଆହୁଜା ଆଜି ଅପରାହ୍ନରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି । ପୂର୍ବତନ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ
୧୭ବର୍ଷ ପରେ ଟି_୨୦ ବିଶ୍ଵକପ୍ ନେଲା ଭାରତ। ସବୁ ଭାରତୀୟ ଙ୍କ ମନରେ ଏକ ପ୍ରକାର ଖୁସୀ ଦେଖିବାକୁ ମିଳୁଛି। ସବୁ ଭାରତୀୟ ଙ୍କ ଛାତିର ସ୍ପନ୍ଦନ ଧକ୍ ଧକ ହେଉଥିଲା। ଭାରତ ଓ ଦକ୍ଷିଣ ଆଫ୍ରିକା ମ୍ୟାଚ ର ଶେଷ
କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ବରିଷ୍ଠ ପ୍ରଶାସକ ଶ୍ରୀ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ଶ୍ରୀ ପି କେ ଜେନା ଜୁନ ୩୦ ତାରିଖରେ ଅବସର
ବିଜେପି ଯୁବନେତା ଶିବ ମଲ୍ଲିକ ହେଲେ ଭୁବନେଶ୍ୱର ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ବାଲିଅନ୍ତା ବ୍ଲକ ପ୍ରତିନିଧି l ଗତକାଲି ସାଂସଦ ବିଦ୍ଧିବଦ୍ଧ ଭାବେ ଶ୍ରୀ ମଲ୍ଲିକଙ୍କ ନାମ ଘୋଷଣା କରିଛନ୍ତି l ଖବର ପ୍ରଚାର ହେବାପରେ ବାଲିଅନ୍ତା ବ୍ଲକ
ଆଜି ରାଜ୍ୟ ଅତିଥି ଭବନ ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରୀକ୍ଷେତ୍ର ପୁରୀ ଛତିଶା ନିଯୋଗର ସଦସ୍ୟମାନଙ୍କ ସହ ଆଗାମୀ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ ସମାପନ କରିବା ପାଇଁ ଆଲୋଚନା କରିଛନ୍ତି। ଚଳିତ ବର୍ଷ ରଥଯାତ୍ରା
ସମ୍ବଲପୁର ଲୋକସଭା ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆଦିଲ୍ଲୀ ସ୍ଥିତ ତାଙ୍କ ସରକାରୀ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଉମାଦେଇବ୍ରହ୍ମପୁର ପଞ୍ଚାୟତ ସମିତିସଭ୍ୟ ତଥା ଯୁବ ସମାଜସେବୀ ରଞ୍ଜନ ମହାପାତ୍ର ଓ ଯୁବ ସାମ୍ବାଦିକ ପ୍ରଳୟ କୁମାର ଦାସ l
ଲୋକକଳା ଏବଂ ପାରମ୍ପରିକ ରଜ ପରମ୍ପରାକୁ ଉଜ୍ଜୀବିତ ରଖିବା ପାଇଁଁ ଗ୍ରୀନ ଜୟଦେବ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ପହିଲି ରଜରେ ଆରମ୍ଭ ହୋଇଥିବା ରଜ ମହୋତ୍ସବ -୨୦୨୪ଶନିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଭୁବନେଶ୍ଵର ଉପକଣ୍ଠ ହୀରାପୁର ସ୍ଥିତ ମହାମାୟା ଚଉଷଠି ଯୋଗିନୀ