Category: ରାଜ୍ୟ

Total 116 Posts

ସୁଦର୍ଶନ ଦାରୁପୀଠର ସାମଗ୍ରୀକ ବିକାଶ ଓ ଘୋଷଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ

ସୁଦର୍ଶନ ଦାରୁପୀଠର ସାମଗ୍ରୀକ ବିକାଶ ଓ ଘୋଷଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ ବାଲିଅନ୍ତା :ଭୁବନେଶ୍ୱର ଉପକଣ୍ଠରେ ଅବସ୍ଥିତ ସୁଦର୍ଶନ ଦାରୁ ପୀଠରେ ଆସନ୍ତା ରଥଯାତ୍ରା ୨୦୨୬ କୁ ଶାନ୍ତି ଶୃଙ୍ଖଳାର ସହ ସଫଳତାର ସହ ପାଳନ ଏବଂ ସୁଦର୍ଶନ ଦାରୁପୀଠର ସାମଗ୍ରୀକ

ଦେବସ୍ନାନ ପୂର୍ଣ୍ଣିମା ପରେ ଆଳାରନାଥ ମନ୍ଦିରରେ ଭକ୍ତଙ୍କ ସମାଗମ ବୃଦ୍ଧି ପରିପ୍ରେକ୍ଷୀରେ ସୁରକ୍ଷା ଓ ଟ୍ରାଫିକ୍ ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜିପି ଡଃ ସତ୍ୟଜିତ ନାଏକ

ଦେବସ୍ନାନ ପୂର୍ଣ୍ଣିମା ପରେ ଆଳାରନାଥ ମନ୍ଦିରରେ ଭକ୍ତଙ୍କ ସମାଗମ ବୃଦ୍ଧି ପରିପ୍ରେକ୍ଷୀରେ ସୁରକ୍ଷା ଓ ଟ୍ରାଫିକ୍ ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜିପି ଡଃ ସତ୍ୟଜିତ ନାଏକ ବ୍ରହ୍ମଗିରି, ପୁରୀ | ଜୁନ୍ ୩୦, ୨୦୨୬ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପବିତ୍ର ଦେବସ୍ନାନ

ସୁଦର୍ଶନ ଦାରୁପୀଠରେ ଉମା ମାର୍ଶାଲ ଆର୍ଟ ସ୍କୁଲ ପକ୍ଷରୁ ଛାତ୍ର ଛାତ୍ରୀମାନଙ୍କୁ ସମ୍ୱର୍ଦ୍ଧନା

ସୁଦର୍ଶନ ଦାରୁପୀଠରେ ଉମା ମାର୍ଶାଲ ଆର୍ଟ ସ୍କୁଲ ପକ୍ଷରୁ ଛାତ୍ର ଛାତ୍ରୀମାନଙ୍କୁ ସମ୍ୱର୍ଦ୍ଧନା ବାଲିଅନ୍ତା, ୨୮/୬: ଭୁବନେଶ୍ୱର ଉପକଣ୍ଠରେ ଅବସ୍ଥିତ ପବିତ୍ର ସୁଦର୍ଶନ ଦାରୁ ପୀଠରେ ଆୟୁଷ କ୍ୟାରେଟ ଏକାଡେମୀ ଅଫ ଇଣ୍ଡିଆ ଦ୍ୱାରା ଆୟୋଜିତ ଜାତୀୟସ୍ତରୀୟ ଇ କରାଟେ ପ୍ରତିଯୋଗିତାରେ

ସୁଦର୍ଶନ ଦାରୁ ପୀଠରେ ରଥ ନିର୍ମାଣ କାରିଗରଙ୍କୁ କାଞ୍ଚନ ଫାଉଣ୍ଡେସନ ପକ୍ଷରୁ ସମ୍ବର୍ଦ୍ଧନା

ସୁଦର୍ଶନ ଦାରୁ ପୀଠରେ ରଥ ନିର୍ମାଣ କାରିଗରଙ୍କୁ କାଞ୍ଚନ ଫାଉଣ୍ଡେସନ ପକ୍ଷରୁ ସମ୍ବର୍ଦ୍ଧନା ଭୁବନେଶ୍ୱର ଉପକଣ୍ଠରେ ଅବସ୍ଥିତ ପବିତ୍ର ସୁଦର୍ଶନ ଦାରୁ ପୀଠରେ ନିର୍ମାଣାଧୀନ ରଥରେ ଦିନରାତି ପରିଶ୍ରମ କରୁଥିବା ବିଶ୍ୱକର୍ମା କାରିଗରମାନଙ୍କୁ ଆଜି ଅଗ୍ରଣୀ ସାମାଜିକ ଅନୁଷ୍ଠାନ କାଞ୍ଚନ ଫାଉଣ୍ଡେସନ

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କ ସହ ଓଡିଶା ଡିଜିଟାଲ ମିଡ଼ିଆ ମହାସଙ୍ଘ ପ୍ରତିନିଧି ଦଳର ସୌଜନ୍ୟମୂଳକ ସାକ୍ଷାତକାର

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କ ସହ ଓଡିଶା ଡିଜିଟାଲ ମିଡ଼ିଆ ମହାସଙ୍ଘ ପ୍ରତିନିଧି ଦଳର ସୌଜନ୍ୟମୂଳକ ସାକ୍ଷାତକାର ଭୁବନେଶ୍ୱର, ୧୯ ଜୁନ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କୁ ତାଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ଓଡିଶା

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଶ୍ରୀ ଜି.କିଶନ ରେଡ୍ଡୀ ।

  ଓଡ଼ିଶାର ଖଣିଜ କ୍ଷେତ୍ରକୁ ସୁଦୃଢ଼ କରିବା ଏବଂ ଜାତୀୟ ଅର୍ଥନୀତିରେ ଓଡ଼ିଶାର ଅବଦାନକୁ ଆହୁରି ବୃଦ୍ଧି କରିବା ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମାନ୍ୟବର କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଶ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୧୮ତମ ପାଳି ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀଙ୍କ ୧୮ତମ ପାଳି ଅଭିଯୋଗ ଶୁଣାଣି   ✅୧୭ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତ ଅଭିଯୋଗର ସମାଧାନ ✅ଦୁଇ ବର୍ଷ ମଧ୍ୟରେ ଜିଲ୍ଲାସ୍ତରରେ ୨.୪୦ ଲକ୍ଷ ଅଭିଯୋଗ ଶୁଣାଣି, ୯୨ ପ୍ରତିଶତ ସମାଧାନ ✅ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ

ତିନି ବର୍ଷରୁ ଅଧିକ ସମୟ କର୍ମଚାରୀଙ୍କ ବଦଳି ନିର୍ଦ୍ଦେଶ , ଚଳିତ ଜୁନ୍ ୧୫ ସୁଦ୍ଧା ବଦଳି ପ୍ରକ୍ରିୟା ସମ୍ପନ୍ନ କରିବାକୁ ରାଜସ୍ୱ ସଚିବଙ୍କ ନିର୍ଦ୍ଦେଶ

ତିନି ବର୍ଷରୁ ଅଧିକ ସମୟ କର୍ମଚାରୀଙ୍କ ବଦଳି ନିର୍ଦ୍ଦେଶ ଚଳିତ ଜୁନ୍ ୧୫ ସୁଦ୍ଧା ବଦଳି ପ୍ରକ୍ରିୟା ସମ୍ପନ୍ନ କରିବାକୁ ରାଜସ୍ୱ ସଚିବଙ୍କ ନିର୍ଦ୍ଦେଶ   ଭୁବନେଶ୍ୱର,୧୫/୦୫: ରାଜସ୍ୱ ପ୍ରଶାସନ ଅଧୀନରେ କାର୍ଯ୍ୟରତ ମନ୍ତ୍ରଣାଳୟ କର୍ମଚାରୀ ଏବଂ କ୍ଷେତ୍ରସ୍ତରୀୟ କର୍ମଚାରୀଙ୍କ ବଦଳି

ଖୁବ୍ ଶୀଘ୍ର ନୂଆ ଚଳଚ୍ଚିତ୍ର ନୀତି ଆସିବ – ମୁଖ୍ୟମନ୍ତ୍ରୀ

ସିନେମା କେବଳ ମନୋରଞ୍ଜନର ମାଧ୍ୟମ ନୁହେଁ, ବରଂ ଏହା ହେଉଛି ଗୋଟିଏ ଜାତିର ସ୍ମୃତି, ସଂସ୍କୃତି, ଭାବନା ଓ ଆତ୍ମାର ଏକ ପ୍ରକୃତ ପ୍ରତିଛବି। ଯେଉଁ ସମାଜ ମହାନ ସିନେମା ନିର୍ମାଣ କରେ, ସେ ବିଶ୍ୱ ଦରବାରରେ ନିଜର ଅସ୍ତିତ୍ୱକୁ ସୁଦୃଢ଼

ଶାନ୍ତିସ୍ତୁପ ଖବର କାଗଜର ୫ମ ସ୍ବନକ୍ଷତ୍ର ଅନୁଷ୍ଠିତ

ଶାନ୍ତିସ୍ତୁପ ଖବର କାଗଜର ୫ମ ସ୍ବନକ୍ଷତ୍ର ଅନୁଷ୍ଠିତ ମାସିକ ଓଡ଼ିଆ ଖବରକାଗଜ ‘ଶାନ୍ତିସୂପ’ର ପଞ୍ଚମ ସ୍ଵନକ୍ଷତ୍ର ଉତ୍ସବ ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଶାନ୍ତିସୂପର ସମ୍ପାଦକ ରଞ୍ଜନ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି