ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲିଅନ୍ତା ବ୍ଲକ ଅଧିନସ୍ଥ ଉମାଦେଇ ବ୍ରହ୍ମପୁର ଗ୍ରାମ ପଞ୍ଚାୟତର ସମିତି ସଭ୍ୟ ରଞ୍ଜନ କୁମାର ମହାପାତ୍ରଙ୍କ ନେତୃତ୍ବରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ବାଲିଅନ୍ତା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଭେଟି ଦାବି ପତ୍ର ପ୍ରଦାନ କରିଛନ୍ତି.
ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲିଅନ୍ତା ବ୍ଲକ ଅଧିନସ୍ଥ ଉମାଦେଇ ବ୍ରହ୍ମପୁର ଗ୍ରାମ ପଞ୍ଚାୟତର ସମିତି ସଭ୍ୟ ରଞ୍ଜନ କୁମାର ମହାପାତ୍ରଙ୍କ ନେତୃତ୍ବରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ବାଲିଅନ୍ତା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଭେଟି ଦାବି ପତ୍ର ପ୍ରଦାନ କରିଛନ୍ତି.
– OPSCର ସଚିବ ଭାବେ ରାମଚନ୍ଦ୍ର ପାଲଟା ନିଯୁକ୍ତ – ଅବକାରୀ ବିଭାଗର ଅତିରିକ୍ତ ସଚିବ ଥିଲେ ରାମଚନ୍ଦ୍ର – ସେହିପରି ପ୍ରମୋଦ କୁମାର ମିଶ୍ର ଉଚ୍ଚଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ହୋଇଛନ୍ତି – OPSCର ଅଧ୍ୟକ୍ଷ ଥିଲେ ପ୍ରମୋଦ କୁମାର
ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ସଫଳତାର ସହ ୬ ମାସିଆ ‘ପେଡ୍ ଇଣ୍ଟର୍ଣ୍ଣସିପ୍’ ଶେଷକରି ଓଡ଼ିଶା ଫେରିଛନ୍ତି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ । ଭୁବନେଶ୍ୱରରେ ପହଞ୍ଚିବା ପରେ ସେମାନଙ୍କୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ସ୍ୱାଗତ
ସହରାଞ୍ଚଳଗୁଡ଼ିକରେ ଅବ୍ୟବହୃତ କିମ୍ବା ପୋତି ହୋଇଯାଇଥିବା ଜଳାଶୟଗୁଡ଼ିକର ପୁନରୁଦ୍ଧାର କରାଯିବ। ଏହାକୁ ସ୍ୱଚ୍ଛ ଓ ନିର୍ମଳ କରାଯିବା ସହ ପାରିପାର୍ଶ୍ୱିକ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ଆମ ପୋଖରୀ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହା ଅଧୀନରେ ରାଜ୍ୟର ୧୧୫ଟି
ଜାତୀୟସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିବା ସହ ବିପୁଳ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି। ଜାତୀୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରୁଥିବା ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକୁ କେନ୍ଦ୍ର ସରକାର ଦେଉଥିବା ପୁରସ୍କାରର
ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ବ୍ଲକ ପରିସରରେ ମିଶନ ଶକ୍ତି କାଫେକୁ ଜିଲାପାଳ ସୁଦର୍ଶନ ଚକ୍ରବର୍ତ୍ତୀ ଉଦଘାଟନ କରିଥିଲେ. ଅନ୍ୟ ମାନଙ୍କ ମଧ୍ୟରେ ପ୍ରକଳ୍ପ ନିର୍ଦ୍ଦେଶକ ଦିଗନ୍ତ ରାଉତରାୟ, ବାଲିଅନ୍ତା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବାସନ୍ତୀ ଖଟୁଆ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପବିତ୍ର
ଆଗରୁ ମଧ୍ୟ ଥରେ ଲକ୍ଷେ ଟଙ୍କା ନେଇ ଧରାପଡ଼ିଥିଲେ, ଏବେ ପୁଣି ଭିଜିଲାନ୍ସ ଏଯାଏଁ ଜବତ କଲାଣି ୩ କୋଟିରୁ ଉର୍ଦ୍ଧ୍ବ ନବରଙ୍ଗପୁର ଉପଜିଲ୍ଲାପାଳ ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରୀ ବାବୁ। ଆଜି ସକାଳୁ ସକାଳୁ ଭିଜିଲାନ୍ସ ଟିମ୍ ନବରଙ୍ଗପୁର
*ମହାପ୍ରଭୁଙ୍କ ନାଁରେ ମହାଠକେଇ : ଶ୍ରୀମନ୍ଦିରରେ ପୂଜା କରିବାକୁ ଅନଲାଇନରେ ବିଜ୍ଞାପନ; ଟଙ୍କା ଦେଇ ବୁକ୍ କଲେଣି ଭକ୍ତ, ଥାନାରେ ଏତଲା ।* *ଭକ୍ତଙ୍କ ଭାବନା ସହ ଖେଳ । ମହାପ୍ରଭୁଙ୍କ ନାଁରେ ଠକେଇ । ଶ୍ରୀମନ୍ଦିରରେ ଭୋଗ ଲଗାଇବା ନାଁରେ
ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି । ସୂଚନାଯୋଗ୍ୟ ଯେ
ବାଳକାଟି ର ସ୍ଵସ୍ତିକ ଶୁଭଦର୍ଶନ JEE Advance ପରୀକ୍ଷାରେ ସର୍ବ ଭାରତୀୟ ସ୍ତରରେ ୩୨୯୭ ସ୍ଥାନ ଏବଂ ରାଜ୍ୟରେ ୨୦ତମ ସ୍ଥାନ(ଶତକଡା ୯୯.୬୯୧) ହାସଲ କରି ଆମ ଅଞ୍ଚଳ ନିମନ୍ତେ ଗୌରବ ଆଣିଛନ୍ତି l ସ୍ଵସ୍ତିକ ବାଳକାଟି ର ଜଣାଶୁଣା ସାମ୍ୱାଦିକ